Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଲୋୟର ପିଏମଜିରେ ପୋଲିସ ସହ ଛାତ୍ରଛାତ୍ରୀଙ୍କ ଧସ୍ତାଧସ୍ତି

26/08/2019 at 1:09 PM

ଭୁବନେଶ୍ବର ୨୬/୮: ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଡିଏସଓ ସଂଗଠନ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଲୋୟର ପିଏମଜିରେ ସଂଗଠନର ଛାତ୍ରଛାତ୍ରୀ ଆଇନ ଅମାନ୍ୟ ଆନ୍ଦୋଳନ କରିଥିଲେ | ପୋଲିସ ସହ ଆନ୍ଦୋଳନକାରୀଙ୍କ ଧସ୍ତାଧସ୍ତି ହୋଇଥିଲା | ପୋଲିସ ୬୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଅଟକ ରଖିଛି |

   Related Posts