Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ସନ୍ଧ୍ୟା ସାଢେ ୭ଟାରେ ମୁଖ୍ୟ ଶାସନ ସଚିବଙ୍କ ଜରୁରୀ ପ୍ରେସ୍ ମିଟ୍, କରୋନା ସମ୍ପର୍କିତ କିଛି ବଡ ଘୋଷଣା ଆଶଙ୍କା

28/08/2020 at 6:15 PM

ଭୁବନେଶ୍ୱର, ୨୮।୦୮: ରାଜ୍ୟରେ ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି କରୋନା । ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହା ମଧ୍ୟରେ ଶୁକ୍ରବାର ସନ୍ଧ୍ୟା ସାଢେ ୭ଟାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଜରୁରୀ ସାମ୍ବାଦିକ ସମ୍ମିଳନୀ କରିବେ ।

ଏହି ସାମ୍ବାଦିକ ସମ୍ମିଳନୀରେ ସେ କୌଣସି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି । ଏପରିକି ଲକଡାଉନ୍ ବୃଦ୍ଧି କିମ୍ବା କଟକଣା କୋହଳ ବାବଦରେ ମଧ୍ୟ ନୂଆ ନିୟମ ଆସିପାରେ । ରାଜ୍ୟରେ କରୋନା ସ୍ଥିତିକୁ ନେଇ ସେ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି କୁହାଯାଉଛି ।

ତେବେ ପଡୋଶୀ ପଶ୍ଚିମବଙ୍ଗରେ କରୋନା ଭାଇରସର ସଂକ୍ରମଣ ରୋକିବାକୁ ଲକଡାଉନ୍ ଅବଦ୍ଧି ବୃଦ୍ଧି କରାଯାଇଛି । ଏପରି ସ୍ଥଳେ ମୁଖ୍ୟ ଶାସନ ସଚିବଙ୍କ ସାମ୍ବାଦିକ ସମ୍ମିଳନୀ ଅନେକ ଗୁରୁତ୍ୱ ବହନ କରିବ । ଶୁକ୍ରବାର ସନ୍ଧ୍ୟା ସାଢେ ୭ଟାରେ ସେ ସାମ୍ବାଦିକ ସମ୍ମିଳନୀ କରିବେ ।

   Related Posts