Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଚିକିଟିରୁ ଉଷା ଦେବୀ ଏବଂ ପର୍ଜଙ୍ଗରୁ ନୃସିଂହ ସାହୁ ବିଜୟୀ

23/05/2019 at 5:51 PM

ଭୁବନେଶ୍ବର୨୩|୫: ଗଂଜାମ ଜିଲ୍ଲାର ଚିକିଟି ବିଧାନସଭା ନିର୍ବାଚନମଣ୍ଡଳିରୁ ପୁଣି ଉଷା ଦେବୀ ବିଜୟୀ ହୋଇଛନ୍ତି ।ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବୀ ମନୋରଞ୍ଜନ ଦ୍ୟାନସାମନ୍ତରାୟଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି ।  ସେହିଭଳି ପରଜଂଗରେ ବିଜେଡି ପ୍ରାର୍ଥୀ ନୃସିଂହ ସାହୁ ତାଙ୍କ ନିକଟମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀଙ୍କ ଠାରୁ ମାତ୍ର ୯୫୦ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି ।  

   Related Posts