Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଉଷା ପାଢୀ ବେସାମରିକ ବିମାନ ସୁରକ୍ଷା ବ୍ୟୁରୋର ମହାନିର୍ଦ୍ଦେଶକ, ଏହି ସମ୍ମାନଜନକ ପଦରେ ପ୍ରଥମ ମହିଳା

29/08/2020 at 4:25 PM

ଭୁବନେଶ୍ବର ୨୯।୮: ବେସାମରିକ ବିମାନ ସୁରକ୍ଷା ବ୍ୟୁରୋର ମହାନିର୍ଦ୍ଦେଶକ ଭାବେ ଉଷା ପାଢୀଙ୍କୁ ନିଯୁକ୍ତି ମିଳିଛି । ଓଡିଶା କ୍ୟାଡର ଆଇଏଏସ୍‌ ଉଷା ପାଢ଼ୀଙ୍କୁ କେନ୍ଦ୍ର ପକ୍ଷରୁ ମିଳିଛି ନୂଆ ନିଯୁକ୍ତି। ଏହି ପଦରେ ସେ ଦେଶର ପ୍ରଥମ ମହିଳା ଭାବେ ନିଯୁକ୍ତି ପାଇଛନ୍ତି । ଉଷା ପାଢ଼ୀଙ୍କ ଏ ନିଯୁକ୍ତି ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ଗୁଜରାଟ କ୍ୟାଡରର ବରିଷ୍ଠ ଆଇପିଏସ୍‌ ରାକେଶ ଆସ୍ଥାନା ବିମାନ ସୁରକ୍ଷା ବ୍ୟୁରୋର ମହାନିର୍ଦ୍ଦେଶକ ପଦରେ ଥିଲେ । ସେ ଏବେ ବିଏସ୍‌ଏଫ୍‌ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି ।

୧୯୯୬ ବ୍ୟାଚର ଆଇଏଏସ୍‌ ଉଷା ପାଢ଼ୀ ପୂର୍ବରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଏବଂ ବିଭାଗୀୟ ସଚିବ ଦାୟିତ୍ବରେ ରହିଥିଲେ । ସେ ବେଶ ନିଷ୍ଠାର ସହ କାମ କରିଛନ୍ତି । ଏବେ କେନ୍ଦ୍ରରେ ବେସାମରିକ ବିମାନ ସେବା ମନ୍ତ୍ରାଳୟର ଯୁଗ୍ମ ସଚିବ ଭାବେ ଦାୟିତ୍ବ ସମ୍ଭାଳୁଛନ୍ତି ।

   Related Posts