Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

କଟକକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍ ବ୍ୟବସ୍ଥା, ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସିଏମ୍‌ସି ନେଲା ପଦକ୍ଷେପ

1/07/2021 at 9:36 PM

କଟକ, ୦୧/୦୭: କଟକରେ ପୁଣି ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍ ବ୍ୟବସ୍ଥା । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି । ଉତ୍କଳ ବାଳାଶ୍ରମକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ ।

ସୂଚନା ଅନୁସାରେ ବାଳାଶ୍ରମରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ଏପରି ପଦକ୍ଷେପ ନେଇଛି  କଟକ ମହାନଗର ନିଗମ । ଏନେଇ ପ୍ରଶାସନ ଘୋଷଣା କରିଛି ।

   Related Posts