Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ପାଳିତ

23/11/2019 at 11:29 PM

ଭୁବନେଶ୍ୱର ୨୩।୧୧ –  ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ପାଳିତ । ୭୫ ବର୍ଷ ପୂରଣ କରି ୭୬ ବର୍ଷରେ ପାଦ ଥାପିଛି ଉତ୍କଳ ବିଶ୍ବବିଦ୍ୟାଳୟ । ଏଥିପାଇଁ ୫ ଦିନ ବ୍ୟାପୀ ବିଶ୍ବ ବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଉଦଘାଟନୀ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବହୁ ପୂରାତନ ଓ ନୂତନ ଛାତ୍ରଛାତ୍ରୀ ଏହି ବିଶ୍ବ ବିଦ୍ୟାଳୟ ମାଟିରେ ପାଦ ଦେଇ ନିଜକୁ ଗୌରବାନ୍ବିତ ମନେ କରିଛନ୍ତି ।

ଆମ ସରକାର ବିଶ୍ବବିଦ୍ୟାଳୟର ଉନ୍ନତି ପାଇଁ ଶହେ କୋଟି ଟଙ୍କା ଦେଇଥିବା ବେଳେ, ସେଥି ମଧ୍ୟରୁ ୪୦ କୋଟି ଟଙ୍କା ଖର୍ଚ୍ଚ ସରିଛି । ବିଶ୍ବ ବିଦ୍ୟାଳୟରେ ଫାକଲ୍ଟି ଓ ଅନ୍ୟାନ୍ୟ ଅତ୍ୟାଧୁନିକ ଉପକରଣ ପାଇଁ ଏହି ଅର୍ଥ ଖର୍ଚ୍ଚ କରାଯିବ । ସେହିପରି ୭୫ ବର୍ଷ ପୂରଣ ଅବସରରେ ବହୁ ପୂରାତନ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । …     

   Related Posts