Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ
  • ||
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଉତ୍ତରାଖଣ୍ଡ ନାନିଧନ୍ଦାରେ ପାହାଡ଼ ଖାଇରୁ ତଳକୁ ଖସିଲା ବସ୍ ; ୪୨ ରୁ ଅଧିକ ମୃତ

1/07/2018 at 10:09 AM

ଉତ୍ତରାଖଣ୍ଡ ନାନିଧନ୍ଦାରେ ମର୍ମନ୍ତୁଦ ଦୁର୍ଘଟଣା…୭ ଶହ ଫୁଟ୍ ତଳ ପାହାଡ଼ ଖାଇକୁ ଖସିପଡ଼ିଲା ଯାତ୍ରୀବାହୀ ବସ୍… ୪୨ ରୁ ଅଧିକ ମୃତ୍ୟୁ ଆଶଙ୍କା … ୨୦ ମୃତଦେହ ଉଦ୍ଧାର କଲା ଏନଡିଆରଏଫ ..ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

   Related Posts