Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା : ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ

27/02/2021 at 1:57 PM

ଭୁବନେଶ୍ବର ୨୭।୨: ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ବରିଷ୍ଠ ନାଗରିକଙ୍କ ପାଇଁ ଟିକାକରଣ ପ୍ରକ୍ରିୟା । ଭୁବନେଶ୍ବରର ୧୨ଟି ସରକାରୀ ଓ ୧୦ଟି ଘରୋଇ ହସପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି । ଏ ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । ମାର୍ଚ୍ଚ ୧ରୁ ସରକାରୀ ହସପିଟାଲରେ ଟିକାକରଣ ଆରମ୍ଭ ହେବ । ଘରୋଇ ହସପିଟାଲରେ ଟିକାକରଣ ପାଇଁ ପଞ୍ଜିକରଣ ବାଧ୍ୟତାମୂଳକ ରହିଛି ।

ମାର୍ଚ୍ଚ ୧ ତାରିଖରେ ଟିକାକରଣ ପାଇଁ ରେଜିଷ୍ଟ୍ରେସନ କରାଯିବ । ୨ ତାରିଖରୁ ଟିକା ଦିଆଯିବ ।  ଗୋଟିଏ ଦିନରେ ୬୦ ଜଣ ବରିଷ୍ଠ ନାଗରିକଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି । ଜଟିଳ ରୋଗରେ ଆକ୍ରାନ୍ତ ଥିବା ବରିଷ୍ଠ ନାଗରିକଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ଟିକା ନେଇ ନିଷ୍ପତ୍ତି ନିଆଯିବ ବୋଲି ବିଏମସି କମିଶନର କହିଛନ୍ତି ।

   Related Posts