Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆଜି ୩ ଜିଲ୍ଲାରେ ଟିକାକରଣ ବନ୍ଦ, ଅନ୍ୟ ସବୁଠି ଜାରି ରହିବ ଭାକସିନେସନ୍

28/05/2021 at 7:44 AM

ଭୁବନେଶ୍ୱର,୨୮/୦୫: ଶୁକ୍ରବାରଠୁ ପୁଣି ଟିକାକରଣ ଜୋର୍‌ ଧରିବ । ବାତ୍ୟାରେ ବେଶି ପ୍ରଭାବିତ ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଛାଡ଼ି ସବୁଠି ଟିକାକରଣ ହେବ । ୬୭୪ କେନ୍ଦ୍ରରେ ଶୁକ୍ରବାର ଟିକା ଦେବାକୁ ଯୋଜନା ରହିଥିବା ବେଳେ ଗୁରୁବାର ଟିକା ନେଇଛନ୍ତି ୯୯ ହଜାର ୬୩୭ ଜଣ । ୫୩ ଜଣ ସ୍ୱାସ୍ଥ୍ୟକର୍ମୀ ପ୍ରଥମ ଡୋଜ୍‌ ଓ ୨୦୭ ଜଣ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି ।

୮୨୯ ସମ୍ମୁଖ ଯୋଦ୍ଧା ପ୍ରଥମ ଡୋଜ୍‌ ଟିକା ନେଇଛନ୍ତି । ୪୭୦ ଜଣ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି । ୧୮-୪୪ ବର୍ଷ ବୟସର ୭୨ ହଜାର ୮୮୦ ଜଣ ଟିକା ନେଇଥିବା ଜଣାପଡ଼ିଛି । ୪୫ ବର୍ଷରୁ ଅଧିକ ବୟସ ବର୍ଗର ୨୦ହଜାର ୯୬୩ ଜଣ ପ୍ରଥମ ଡୋଜ୍‌ ଓ ୪୧୩୫ ଜଣ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି ।

   Related Posts