Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

୨ୟ ଦିନରେ ଟିକାକରଣ, ୩୮୦ ସେସନ୍‌ରେ ୩୧ ହଜାର ୯୦୨ ଜଣଙ୍କୁ ଦିଆଯିବ ଭ୍ୟାକସିନ୍

18/01/2021 at 12:37 PM

ଭୁବନେଶ୍ୱର ୧୮।୦୧: ଆଜିଠୁ ପୁଣି ଆରମ୍ଭ ହୋଇଛି ଟିକାକରଣ କାର୍ଯ୍ୟକ୍ରମ । ଦ୍ବିତୀୟ ଦିନରେ ୩୮୦ ସେସନ ମାଧମରେ ୩୧ ହଜାର ୯୦୨ ଜଣଙ୍କୁ ଟିକା କରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଆଜିଠୁ ୨୫ ତାରିଖ ପର୍ଯ୍ୟନ୍ତ ୧୬୯୮ଟି ସେସନରେ ୧ ଲକ୍ଷ ୭୮ ହଜାର ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକା କରଣ କରାଯିବ । ପୂର୍ବରୁ ୧୩ ହଜାର ୮୯୦ ଲୋକଙ୍କୁ ଟିକା କରଣ କରାଯାଇଥିଲା । ତେବେ କେଉଁ ଦିନ କେତେ ସେସନରେ ଟିକା କରଣ ହେବ ତାହା ମଧ୍ୟ ନିର୍ଦ୍ଧାରଣ ହୋଇସାରିଛି ।

୧୯ ତାରିଖରେ ୧୯୨ଟି ସେସନ ହେବ

୨୦ ତାରିଖରେ ୯୨ଟି ସେସନ ହେବ

୨୧ ତାରିଖରେ ୪୩୬ଟି ସେସନ ହେବ

୨୨ ତାରିଖରେ ୧୪୧ ଟି ସେସନ ହେବ

୨୩ ତାରିଖରେ ୧୭୮ଟି ସେସନ ହେବ

୨୫ ତାରିଖରେ ୨୭୯ଟି ସେସନ ହେବ

ସେହିପରି ଯେଉଁ ମାନେ ଯେଉଁ ଦିନ ଟିକା ନେଇଛନ୍ତି ତାହାର ୨୮ ଦିନ ପରେ ୨ୟ ଡୋଜ ନେବେ । ସେଥିପାଇଁ ପର୍ଯ୍ୟାପ୍ତ ଟିକା ରହିଛି । ସେହି ସମୟର ଦୁଇ ଦିନ ପୂର୍ବରୁ ତାଙ୍କୁ SMS ଦ୍ବାରା ଜଣାଇ ଦିଆଯିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  

   Related Posts