Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

ଏପ୍ରିଲ ୧୧ରୁ ସରକାରୀ, ବେସରକାରୀ କର୍ମଚାରୀଙ୍କୁ ଦିଆଯିବ ଟିକା, ଜାଣନ୍ତୁ ଗାଇଡଲାଇନ୍

8/04/2021 at 11:09 AM

ନୂଆଦିଲ୍ଲୀ ୮/୪: କରୋନା ମହାସଂକଟ ମଧ୍ୟରେ ଟିକାକରଣ ଅଭିଯାନକୁ ଜୋରଦାର କରାଯାଇଛି । ଏହାରି ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଣିକି ସରକାରୀ, ବେସରକାରୀ ହସ୍ପିଟାଲ ପରେ ସମସ୍ତ କାର୍ଯ୍ୟାଳୟରେ ଦିଆଯିବ ଟିକା । ଏଥିପାଇଁ ସରକାର ଜାରି କରିଛନ୍ତି ଗାଇଡଲାଇନ୍ ।

ଆସନ୍ତା ୧୧ରୁ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଦରକାର ପଡିଲେ ଗୋଟିଏ ଦିନରେ ୧୦୦ ଜଣ କର୍ମଚାରୀ ଏକାସଂଗେ ଟିକା ନେଇପାରିବେ । ପୂର୍ବ ନିଷ୍ପତ୍ତି ମୁତାବକ୍ ହସ୍ପିଟାଲରେ ଯେଉଁଭଳି ଟିକାକରଣ ଅଭିଯାନ ଜାରି ରହିଛି ସେମିତି ଏବେ ସମସ୍ତ ଅଫିସରେ କାର୍ଯ୍ୟକାରୀ ହେବ । ପ୍ରାଥମିକ ପର୍ଯ୍ୟାୟରେ ଅଫିସରେ ଥିବା ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ଲିଷ୍ଟ କରି ଆପରେ ଅପଲୋଡ କରି ରେଜିଷ୍ଟ୍ରେସନ କରିବାକୁ ପଡିବ । ଏଥିପାଇଁ ସମସ୍ତ ଅଫିସରେ ନୋଡାଲ ଅଫିସର ନିଯୁକ୍ତ ହେବେ । ଅନସ୍ପଷ୍ଟ ସେମାନଙ୍କର ଅନଲାଇନ୍ ରେଜିଷ୍ଟ୍ରେସନ କରିବାର ବ୍ୟବସ୍ଥା କରାଯିବ ।  

   Related Posts