Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ପାଟଣାରେ ଆରମ୍ଭ ହେଲା ଟିକାକରଣ, ବିଭିନ୍ନ ଦାବି ନେଇ କଳା ବ୍ୟାଚ୍ ପିନ୍ଧିଲେ ୧୬ ସ୍ୱାସ୍ଥ୍ୟକର୍ମୀ

18/01/2021 at 1:52 PM

ପାଟଣା ୧୮।୦୧ : ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଜି କରୋନା ଟିକାକରଣ ଆରମ୍ଭ ହୋଇଛି । ପାଟଣା ବିଡିଓଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଟିକାକରଣ । ବିଭିନ୍ନ ଦାବିରେ କଳା ବ୍ୟାଚ ପିନ୍ଧି ଟିକା ନେଲେନାହିଁ ୧୬ ସ୍ୱାସ୍ଥ୍ୟକର୍ମୀ ।

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୋଟ ୨୫୭ ଜଣ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା  ଦିଆଯିବାର ବ୍ୟବସ୍ଥା କରାଯାଇଛି । ଆଜିଠାରୁ ଠାରୁ ଶୁକ୍ରବାର  ମଧ୍ୟରେ ମୋଟ ୨୫୭ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯିବ। ଆଜି ମୋଟ ୧୦୦ ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଚତୁର୍ଥ ଶେଣୀ କର୍ମଚାରୀ ମାନେ ଟିକା ଗ୍ରହଣ କରିଛନ୍ତି। ସେହିପରି ଅନ୍ୟପଟେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ୧୬ ଜଣ ସ୍ୱାସ୍ଥ୍ୟକର୍ମୀ କ୍ୟାଡ଼ର ପରିବର୍ତ୍ତନ ଓ ପଦୋନ୍ନତି ଦାବିରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କରିଛନ୍ତି । ଟିକାକରଣ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ, ସେମାନେ ଟିକା ନେଇନାହାନ୍ତି।

   Related Posts