Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ବନ ମହୋତ୍ସବ ପାଳିତ

2/07/2021 at 3:19 PM

ରାଇରଙ୍ଗପୁର ୨।୭: ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ବନ ମହୋତ୍ସବ ପାଳିତ ହୋଇଯାଇଛି। ରାଇରଙ୍ଗପୁର ବ୍ଲକ୍ ଅଶୁରଘାଟି ଜଳ ପ୍ରପାତ ନିକଟରେ ବିଭିନ୍ନ ପ୍ରକାର ଔଷଧୀୟ ଚାରା ରୋପଣ କରାଯିବା ସହିତ ସ୍ଥାନୀୟ ଗ୍ରାମବାସୀଙ୍କୁ ଚାରା ବଣ୍ଟନ କରାଯାଇଛି । ଆଖପାଖ ସମସ୍ତ ଗ୍ରାମ ନିକଟରେ ସବୁଜ ବଳୟ ସୃଷ୍ଟି କରିବା ଲକ୍ଷ୍ୟରେ ବ୍ୟାପକ ଚାରା ରୋପଣ ଲକ୍ଷ୍ୟ ରଖାଯାଇଥିବା ବିଭାଗ ତରଫରୁ ସୂଚନା ମିଳିଛି ।

ଏହି ମହୋତ୍ସବରେ ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ, ଏସିଏଫ ବୈଦ୍ୟନାଥ ମାଝୀ, ରେଞ୍ଜର ଅନ୍ତର୍ଯ୍ୟାମୀ ମହାକୁଡ଼, ପ୍ରକୃତିବନ୍ଧୁ ତଥା ସମାଜସେବୀ ଅଶୋକ ମହାନ୍ତ, ଲୌହଖଣିର ପରିଚାଳକ ବିକାଶ ରଞ୍ଜନ ନାଏକଙ୍କ ସହିତ ବନ ବିଭାଗର ଅନେକ କର୍ମଚାରୀ ସାମିଲ ହୋଇ ଚାରା ରୋପଣ କରିଥିଲେ ।

   Related Posts