Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ତାଲା ଭାଙ୍ଗି କଂଗ୍ରେସ ଭବନରେ ପଶିଲେ କିଛି ଯୁବକ, ବ୍ୟାପକ ଭଙ୍ଗାରୁଜା

13/10/2021 at 1:47 PM

ଭୁବନେଶ୍ବର ୧୩।୧୦: ରାଜ୍ୟ କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା । ଯୁବ କଂଗ୍ରେସ ଅଫିସ୍ ତାଲା ଭାଙ୍ଗି କିଛି ଯୁବକ ଅଫିସ୍ ଭିତରେ ପଶି ଭଙ୍ଗାରୁଜା କରିଛନ୍ତି । ବୁଧବାର ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଥିବା ଜଣାପଡୁଛି । କଂଗ୍ରେସ ଭବନ ଭିତରେ ଯୁବ କଂଗ୍ରେସ କୋଠରୀ ଥିବାବେଳେ କିଭଳି କେଉଁ ସ୍ଥିତିରେ କେଉଁମାନେ ଏଭଳି କାଣ୍ଡ ଘଟାଇଲେ ତାକୁ ନେଇ ପ୍ରଶ୍ନ ଉଠିଛି ।

   Related Posts