Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ମେକ୍ସିକୋର ଭେନସା ପୋନ୍ସ ଡି ଲିୟନ ହେଲେ ୨୦୧୮ ମିସ୍ ୱାର୍ଲଡ

9/12/2018 at 11:35 AM

ମେକ୍ସିକୋର ଭେନସାପୋନ୍ସ ଡି ଲିୟନ ୨୦୧୮ ମିସ୍ ୱାର୍ଲଡ ହୋଇଛନ୍ତି। ଚୀନର ସାନ୍ୟାଠାରେ ଅନୁଷ୍ଠିତ ୬୮ତମ ମିସ୍ ୱାର୍ଲଡପ୍ରତିଯୋଗୀତାରେ ଭେନସାଙ୍କୁ ବିଜୟୀନି ବୋଲି ଘୋଷଣା କରାଯାଇଛି। ଗତବର୍ଷର ମିସ୍ ୱାର୍ଲଡ ଭାରତର ମାନୁଷୀଛିଲ୍ଲର ଭେନସାଙ୍କୁ ମିସ୍ ୱାର୍ଲଡ ମୁକୁଟ ପିନ୍ଧାଇଛନ୍ତି। ୧୧୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇଭେନସା ଏହି ମୁକୁଟ ପିନ୍ଧିବାରେ ସଫଳ ହୋଇଛନ୍ତି। ଥାଇଲାଣ୍ଡର ନିକୋଲିନି ପିଚାପା ଲିମସୁକାନଙ୍କୁପ୍ରଥମ ରନର୍ସ ଅପ୍ ଘୋଷଣା କରାଯାଇଛି। ଏହି ପ୍ରତିଯୋଗିତାରେ ଭାରତ ପକ୍ଷରୁ ତାମିଲନାଡୁର ଅନୁକୃତିଦୌଡରେ ଥିଲେ। ତେବେ ସେ ଶ୍ରେଷ୍ଠ ୩୦ ଭିତରେ ସ୍ଥାନ ପାଇଥିବାବେଳେ ଶ୍ରେଷ୍ଠ ୧୨ରେ ସ୍ଥାନ ପାଇନଥିଲେ।

   Related Posts