Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଖ୍ୟାତନାମା ଓଡିଆ ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ

16/08/2020 at 3:52 PM

ଭୁବନେଶ୍ବର ୧୬।୮: ଖ୍ୟାତନାମା ଓଡିଆ ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ତାଙ୍କ ମୃତ୍ୟୁ ହୋଇଛି । ସେ ପ୍ରାୟ ୬୦ରୁ ଅଧିକ ଓଡିଆ ଚଳଚ୍ଚିତ୍ର ସମ୍ପାଦନା କରିଛନ୍ତି ।

   Related Posts