ଆସନ୍ତା ୨୭ରେ ଓଡିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

Published By : Prameya-News7 Bureau | December 22, 2019 IST

ଭୁବନେଶ୍ବର ୨୨।୧୨: ଆସନ୍ତା ୨୭ରେ ଓଡିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ବଲାଙ୍ଗିରରେ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କରିବେ ଉପରାଷ୍ଟ୍ରପତି । ଏହି ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରେସମିଟ୍‌ରେ ବିପିସିଏଲ ପକ୍ଷରୁ ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.