Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଆସନ୍ତାକାଲି ବଲାଙ୍ଗୀର ଗସ୍ତ କରିବେ ଉପରାଷ୍ଟ୍ରପତି ଏମ୍.ଭେଙ୍କିଆ ନାଇଡୁ

26/12/2019 at 2:15 PM

ବଲାଙ୍ଗିର ୨୬/୧୨: ବଲାଙ୍ଗିର ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ୍.ଭେଙ୍କିଆ ନାଇଡୁ । କାଲି ସେ ବଲାଙ୍ଗିରରେ ଏକ ସ୍ବତନ୍ତ୍ର ହେଲିକ୍ୟାପଟରରେ ପହଞ୍ଚିବେ ।  ବଲାଙ୍ଗିର ଗସ୍ତ ବେଳେ ସେ ରାଜ୍ୟର ଦ୍ବିତୀୟ ଏଲ୍.ପି.ଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ ଉତ୍ସବ ସହ ରାଜେନ୍ଦ୍ର କଲେଜର ପ୍ଲାଟିନମ୍ ଜୁବୁଲୀ ଉତ୍ସବରେ ଯୋଗଦେବେ । 

ଯେଉଁଥି ପାଇଁ ଉତ୍ସାହିତ ବଲାଙ୍ଗିରବାସୀ ।  ସେଥିପାଇଁ ପ୍ରସ୍ତୁତ ହୋଇ ରହିଛି ବଟଲିଂ ପ୍ଲାଣ୍ଟ ପରିସର ଓ ଗାନ୍ଧୀ ଷ୍ଟାଡିୟମ । ଏନେଇ ବାୟୁସେନାର ସ୍ବତନ୍ତ୍ର ହାଲିକେପ୍ଟରରେ ଅଧିକାରୀ ସ୍ଥିତି ଅନୁଧ୍ୟାନ କରିଥିବା ବେଳେ, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ବଲାଙ୍ଗିର ଏସ୍.ପି । ବଲାଙ୍ଗିର କଲେଜର ପ୍ଲାଟିନମ୍ ଜୁବଲି ୫ ଦିନ ଧରି ଚାଲିବାକୁ ଅଛି ।  ଉଦ୍ ଘାଟନୀ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଯୋଗଦେବାକୁ ଥିବା ବେଳେ ଉଦଯାପନୀ ଉତ୍ସବରେ  ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

   Related Posts