Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଭିଏତନାମରେ ବନ୍ୟା ଓ ଭୂସ୍ଖଳନରେ ୧୩୦ ଜଣଙ୍କ ମୃତ୍ୟୁ, ୧୮ ନିଖୋଜ

25/10/2020 at 6:00 PM

ହନୋଇ ୨୫/୧୦: ଭିଏତନାମର ସ୍ଥିତି ବେହାଲ ହେବାରେ ଳାଗିଛି। ଲଗାତର ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତର ସାମ୍ନା କରୁଛି ଭିଏତନାମ। ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ନିଖୋଜ ଅଛନ୍ତି।

ପ୍ରାକୃତିକ ବିପର୍ଯ୍ୟୟ ନିବାରଣ ଓ ନିୟନ୍ତ୍ରଣ ମନ୍ତ୍ରଣାଳୟ ଜାରି କରିଥିବା ବିଜ୍ଞପ୍ତି ଅନୁସାରେ ଅଧିକାଂଶ ମୃତ୍ୟୁ କ୍ବାଙ୍ଗ ଟ୍ରାଇ, ଥୁଆ ଥିଏନ୍‌ ହୁ ଓ କ୍ବାଙ୍ଗ ନେମ ପ୍ରାନ୍ତରେ ହୋଇଥିବା ଜଣାପଡ଼ିଛି।

ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି। ବନ୍ୟା ଜଣ ମାଡ଼ି ୧୫୦୦ ହ୍ୟାକ୍ଟର ଧାନଚାଷ ନଷ୍ଟ ହୋଇଥିବା ବେଳେ ୭୮୦୦ ହ୍ୟାକ୍ଟରରେ ହୋଇଥିବା ଅନ୍ୟ ଫସଲ ନଷ୍ଟ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ପାଖାପାଖି ୯,୩୪,୮୦୦ ଘରୋଇ ପଶୁ ଓ କୁକୁଡ଼ା ମୃତ୍ୟୁବରଣ କରିଥିବା କିମ୍ବା ବନ୍ୟା ଜଳରେ ଭାସିଯାଇଥିବା ଆକଳନ କରାଯାଇଛି।

   Related Posts