Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା

23/09/2021 at 12:36 PM

ଭୁବନେଶ୍ବର ୨୩।୯: ଗିରଫ ହେଲେ ମାଲକାନଗିରିର ମୋଟୁ ଥାନା IIC । ମୋଟୁ ଥାନା IIC ସନ୍ତୋଷ ସାହୁଙ୍କୁ ଗିରଫ କଲା ଭିଜିଲାନ୍ସ । ବୁଧବାର ତାଙ୍କ ବ୍ୟକ୍ତିଗତ କାରରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା । କଟକ ଫୁଲନଖରାକୁ ଖୋର୍ଦ୍ଧା ଯାଉଥିବା ବେଳେ ତାଙ୍କ ନିକଟରୁ ଟଙ୍କା ଜବତ ହୋଇଥିଲା । ଜବତ ଟଙ୍କାର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ IIC ।

ଏହାପରେ ତାଙ୍କର କାର୍ଯ୍ୟାଳୟ, ମୋଟୁ ସ୍ଥିତ ସରକାରୀ ବାସଭବନ, କଟକରେ ଚଢାଉ କରିଥିଲା ଭିଜିଲାନ୍ସ । ତାଙ୍କର ୧୦ଟି ବ୍ୟାଙ୍କର ପାସବୁକ୍ ଓ ବିଭିନ୍ନ ଜମିଜମା କାଗଜପତ୍ର ଜବତ କରାଯାଇଛି । ଗିରଫ ପରେ ଗୁରୁବାର ଭୁବନେଶ୍ବର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ ।

   Related Posts