Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ, ଥାନା ଏଏସ୍‌ଆଇ ଗିରଫ

5/11/2021 at 9:32 PM

ବାସୁଦେବପୁର, ୦୫/୧୧: ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପୋଲିସ୍‌ ବାବୁ । ବାସୁଦେବପୁର ଅନ୍ତର୍ଗତ ନାଇକାନିଡିହି ଥାନା ଏଏସ୍‌ଆଇ କୌଳାସ ଚନ୍ଦ୍ର ଖୁଣ୍ଟିଆ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଧରିଥିଲା । ତାଙ୍କ ଠାରୁ ଟଙ୍କା ଜବତ କରିବା ସହିତ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

   Related Posts