Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ରାଜଧାନୀରୁ କୋଟିପତି ଶିକ୍ଷୟତ୍ରୀ ଗିରଫ

3/10/2019 at 7:25 PM

ଭୁବନେଶ୍ୱର – ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜଧାନୀରୁ କୋଟିପତି ଶିକ୍ଷୟତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ତାଙ୍କର ଏକ କୋଟି ୪୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଆୟର୍ବହିଭୂତ ସମ୍ପତ୍ତି ଜବତ କରାଯାଇଛି ।

ଭୁବନେଶ୍ବର ସ୍ଥିତ ୟୁନିଟ୍-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିଲା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଥିଲା। ଗୋପବନ୍ଧୁନଗର ସ୍ଥିତ ବାସଭବନ ସହ ଏକକାଳୀନ ୩ଟି ସ୍ଥାନରେ ଚଢାଉ କରାଯାଇଥିଲା ।

   Related Posts