Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଟିଏ ରାତିରେ ୨ଟି ଘରୁ ଲୁଟ୍, ନେଇଗଲେ ୬ ଭରି ସୁନା ଓ ଲକ୍ଷାଧିକ ଟଙ୍କା
  • ||
  • ଉଦ୍ଧାର ହେଲା ବିରାଟ ହରିଣ, ଓଜନ ୧ କ୍ୱିଣ୍ଟାଲ, ପେଟରେ ଗଭୀର କ୍ଷତ
  • ||
  • ସୁବର୍ଣ୍ଣପୁର : ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି
  • ||
  • ହାଇଦର ସହଯୋଗୀ ୟାକୁବର ଆତ୍ମସମର୍ପଣ, SCBରେ ହାଇରଦରକୁ ଭେଟିଥିଲା ୟାକୁବ
  • ||
  • ଚମକ ହରାଉଛି ସୁନା : ପୁଣି କମିଲା ଦାମ୍, ୧୦ ହଜାର ଟଙ୍କା ହେଲାଣି ଶସ୍ତା
  • ||
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପିଇଓ

30/10/2019 at 3:51 PM

ଟାଙ୍ଗୀ ୩୦।୧୦: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ ନୀଳାଦ୍ରି ପ୍ରସାଦ ପାଞ୍ଚୟତର  ପିଇଓ ନବ କିଶୋର ଦାସ  ସେହି ପଚାଂୟତର ସରପଞ୍ଚଙ୍କ ସ୍ୱାମୀ ସନ୍ତୋଷ ସାହୁଙ୍କ  ଠାରୁ ଏକ ବିଲ୍ ( ୩ଲକ୍ଷ ୭୦ ହଜାର ଟଙ୍କା ) ପାସ୍ କରିବା ପାଇଁ ୪୦ହଜାର ଟଙ୍କା ଦାବି କରିଥିଲେ । ମାତ୍ର ତିରିଶ ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଦୋକାନ ଘର ବିଲ କରାଇବା ପାଇଁ ଲାଂଚ ନେବାବେଳେ  ଭିଜିଲାନ୍ସ ହାତରେ ଧରାପଡ଼ିଲେ  ପିଇଓ ନବ କିଶୋର ଦାସ  । ଏହି ଘଟଣା ଗତକାଲି ଅପରାହ୍ନରେ ଘଟିଥିଲା ହେଲେ ଏ ସଂପର୍କରେ ବାଣପୁର ବିଡିଓଙ୍କ ପାଖରେ କୌଣସି ସୂଚନା ନଥିବା ବିଡ଼ିଓ କହିଛନ୍ତି ।

   Related Posts