Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ଭିଜିଲାନ୍ସ ଜାଲରେ ସିନିୟର କିରାଣୀ : ହଜାରେ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

22/10/2019 at 12:15 PM

ରାଉରକେଲା ୨୨।୧୦:  ଭିଜିଲାନ୍ସ ଜାଲରେ ସିନିୟର କିରାଣୀ । ଏକ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିନିୟର କିରାଣୀ ବିଷ୍ଣୁ ଚରଣ ମଲିକଙ୍କୁ ଧରିଲା ଭିଜିଲାନ୍ସ ।

ସୂଚନାଯୋଗ୍ୟ ଯେ, କାଂଶବାହାଲ ଇଏସଆଇ ମେଡିକାଲରେ ସିନିଅର କିରାଣୀ ଭାବେ କାର୍ଯ୍ୟରତ ବିଷ୍ଣୁ ଚରଣ ମଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି । ସେହି ମେଡିକାଲର ଆମ୍ବୁଲାନ୍ସ ଡ୍ରାଇଭର ବୈରାଗୀ ବେହେରାଙ୍କଠାରୁ ଜିପିଏଫ ଅର୍ଥ ଦୁଇ ଲକ୍ଷ ଟଙ୍କା ପାସ୍ କାରାଇଦେବା ପାଇଁ ଲାଞ୍ଚ ନେଉଥିଲେ । ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେବା ସମୟରେ ଗିରଫ କରିଛି ।

   Related Posts