Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ ପରେ ଯାଞ୍ଚ ଆରମ୍ଭ କଲା ଭିଜିଲାନ୍ସ, ଲୋକାୟୁକ୍ତଙ୍କୁ ଦେବେ ତଦନ୍ତ ରିପୋର୍ଟ

11/11/2021 at 10:48 AM

କଳାହାଣ୍ଡି ୧୧।୧୧: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ଖଳିଆକାନୀ-ପତିଆଲପଡା ଆରଡି ରାସ୍ତାରେ ଯାଞ୍ଚ୍ ଆରମ୍ଭ କଲା ଭିଜିଲାନ୍ସ । ଲୋକାୟୁକ୍ତ ନିକଟରେ ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି । କଟକ ଭିଜିଲାନ୍ସ ଟେକ୍ନିକାଲ ଟିମ୍ ଓ କଳାହାଣ୍ଡି ଭିଜିଲାନ୍ସର ମିଳିତ ତଦନ୍ତ ରିପୋର୍ଟ ଲୋକାୟୁକ୍ତଙ୍କଠାରେ ଦାଖଲ ହେବ ।

ଖଲିଆକାନୀ-ପତିଆଲପଡା ରାସ୍ତାର ମୋଟ୍ ଅଟକଳ ୧ କୋଟି ୬୩ ଲକ୍ଷ ୨୦ ହଜାର ରହିଥିଲା । ହେଲେ ଦୁର୍ଗମ ଅଞ୍ଚଳ ହୋଇଥିବାରୁ କାମ ନିମ୍ନମାନର ହୋଇଥିଲା । ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିବା ସତ୍ତ୍ବେ କୌଣସି ସୁଫଳ ନ ମିଳିବାରୁ ସ୍ଥାନୀୟ ଲୋକେ ଲୋକାୟୁକ୍ତଙ୍କ ଦ୍ବାରସ୍ଥ ହୋଇଥିଲେ ।

   Related Posts