Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶିଷ୍ଟ ଲେଖିକା ମନୋରମା ମହାପାତ୍ରଙ୍କ ପରଲୋକ
  • ||
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ଭିଜିଲାନ୍ସ ଜାଲରେ ସହକାରୀ ଚକ୍ଷୁ ଚିକିତ୍ସକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

4/08/2021 at 9:15 AM

ବରଗଡ଼ ୦୪/୦୮: ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ କିଶୋର ଚନ୍ଦ୍ର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରାଯାଇଛି । ଏକ କାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢ଼ାଉ । ମାରୁତି ନଗର ସ୍ଥିତ ଘରେ ଏବଂ ପଦ୍ମପୁର ଟାଲ ଗାଁରେ ପୈତୃକ ବାସଭବନ ମଧ୍ୟ ଚଢ଼ାଉ ଜାରି ରହିଛି । ସମ୍ବଲପୁର ଭିଜିଲାନ୍ସ ଏସ୍ପିଙ୍କ ନିର୍ଦେଶ କ୍ରମେ ଏହି ଚଢ଼ାଉ ଜାରି ରହିଛି ।

ସମ୍ବଲପୁର , ବରଗଡ ଓ ସୋନପୁରର ଭିଜଲାନ୍ସ ଅଧିକାରୀ ଦୁଇଟି ଟିମ କରି ଏହି ରେଡ଼ କରିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଲକ୍ଷାଧିକ ଟଙ୍କାର ସୁନା ଗହଣା, ଆଠ ଗୋଟି ମୂଲ୍ୟବାନ ପ୍ଲଟ ସହ ମୂଲ୍ୟବାନ କୋଠା ର ଆକଳନ ଜାରି ରହିଛି ବୋଲି ସୂଚନଦେଇଛନ୍ତି ବରଗଡ଼ ଭିଜିଲେନ୍ସ ଡ଼ିଏସପି ।

   Related Posts