Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ପିପି, ମାମଲା ରଫାଦଫା କରିବାକୁ ନେଉଥିଲେ ଲାଞ୍ଚ

3/07/2021 at 12:58 PM

କଳାହାଣ୍ଡି ୩/୭ : ଲାଞ୍ଚ ନେଇ ଫସିଗଲେ ଭିଜିଲାନ୍ସ ପିପି । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆଶୁତୋଷ ମିଶ୍ର । କଳାହାଣ୍ଡି ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଥିଲା କଟକ ଭିଜିଲାନ୍ସ ଟିମ୍ ।

ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇ ଠାରୁ ୩ ଲକ୍ଷ ଦାବି କରୁଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା ।

   Related Posts