Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପୂର୍ତ୍ତ ଓ କେ।ଠାବାଡି- ନଂ-୧ ବିଭାଗ କର୍ମଚାରୀ ଦଣ୍ଡପାଣି ମହାପାତ୍ର

25/05/2018 at 6:46 AM

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପୂର୍ତ୍ତ ଓ କେ।ଠାବାଡି- ନଂ-୧ ବିଭାଗ କର୍ମଚାରୀ ଦଣ୍ଡପାଣି ମହାପାତ୍ର । ଦଣ୍ଡପାଣିଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ । ସକାଳୁ ସକାଳୁ ଏକସମୟରେ ବ୍ରହ୍ମପୁରସ୍ଥିତ ଅଫିସ, ଗୋଳନ୍ଥରା ଚଟି ସ୍ଥିତ ଦଣ୍ଡପାଣିଙ୍କ ପୈତୃକ ଘର, ଛତ୍ରପୁର ରାରବ ସ୍ଥିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରି ଛାନଭିନ୍ ଜାରି ରଖିଛି ।

Leave a Reply

   Related Posts