Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଭିଜିଲାନ୍ସ ପଞ୍ଝାରେ ନବରଙ୍ଗପୁର ଲ୍ୟାମ୍ପ ଏମ୍.ଡି

19/06/2018 at 6:10 AM

ଭିଜିଲାନ୍ସ ପଞ୍ଝାରେ ନବରଙ୍ଗପୁର ଲ୍ୟାମ୍ପ ଏମ୍.ଡି । ଲ୍ୟାମ୍ପ ଏମ୍.ଡି ନୀଳାମ୍ବର ଶତପଥୀ ପଡ଼ିଛନ୍ତି ଭିଜିଲାନ୍ସ ଜାଲରେ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ ହୋଇଛି । ୬ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି ।
ନବରଙ୍ଗପୁର କାର୍ଯ୍ୟାଳୟ ସମେତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ । ଏହାସହ ଉମରକୋଟ ବାସଭବନ, ଉମରକୋଟରେ ଥିବା ତାଙ୍କ ପୁଅର ଇଂରାଜୀ ମିଡିୟମ୍ ସ୍କୁଲରେ ମଧ୍ୟ ଚଢାଉ ହୋଇଛି ।

   Related Posts