Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ, ପଞ୍ଚାୟତ ଅଫିସ୍‌ରେ ଭିଜିଲାନ୍ସ ଚଢାଉ

14/03/2020 at 9:35 AM

ବାଙ୍କୀ ୧୪।୩: କଟକ ଜିଲ୍ଲା ବାଙ୍କୀ ବ୍ଲକ୍ ଅନ୍ତର୍ଗତ ପୁଇଁଚା ପଞ୍ଚାୟତରେ ଭିଜିଲାନ୍ସ ରେଡ୍ । ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ନେଇ ଭିଜିଲାନ୍ସ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଚଢାଉ କରାଯାଇଥିଲା ।

ପଞ୍ଚାୟତକୁ ଆସୁଥିବା ଅର୍ଥକମିଶନ ଫଣ୍ଡସ ଅନୁଦାନରେ ହୋଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକ କାମ ନକରି ଫଲସ ବିଲ୍ କରି ହଡପ କରିଥିବା ଅଭିଯୋଗରେ ଭିଜିଲାନ୍ସ ଦୁଇ ଦୁଇଥର ପଞ୍ଚାୟତକୁ ଆସି ଚଢାଉ କରିଲାଣି । ଚଢାଉ ବେଳେ କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ଟିମ୍ ।

   Related Posts