Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

28/10/2021 at 10:06 AM

ଭୁବନେଶ୍ବର ୨୮।୧୦: ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି ।

ତେବେ କଳ୍ପନା ଛକରେ ଥିବା ସରକାରୀ କ୍ବାର୍ଟର, ଡୁମୁଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁର ସନ୍ଥବିହାର ସ୍ଥିତ ଫର୍ଣ୍ଣିଚର ୱାର୍କସପ୍, ପାତ୍ରପଡା ସ୍ଥିତ ସାଉଥସିଟି ବାର୍, ଖୋର୍ଦ୍ଧା ନୂଆପଡା ସ୍ଥିତ ପୈତୃକ ଦୁଇ ମହଲା ବାସଭବନରେ ଚଢାଉ ଜାରି ରହିଛି । ଚଢାଉରେ ୫ଟି ଟିମ୍‌ର ୨ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

   Related Posts