Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରଙ୍ଗ : ଅନ୍ତରାଷ୍ଟ୍ରୀୟ ବ୍ୟାଘ୍ର ଦିବସ : ଅନଲାଇନ୍‌ରେ ନନ୍ଦନକାନନରେ ହେଉଛି ପାଳିତ
  • ||
  • କେନ୍ଦ୍ରାପଡା : ମହାକାଳପଡା ଅଞ୍ଚଳରେ ଦେଖାଗଲା ବିରଳ ପ୍ରଜାତିର ଲାଲ୍ ରଙ୍ଗର ବଗ
  • ||
  • କଳାହାଣ୍ଡି : ନାବାଳକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ବଡ ଭାଇକୁ ତୀର ମାଡ
  • ||
  • ତେଲକୋଇ : ଫ୍ରି ଫାୟାର ଗେମ୍ ନେଲା ଜୀବନ, ଗୁରୁତର ଥିବା ଛାତ୍ରଙ୍କ ମୃତ୍ୟୁ
  • ||
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • କାମାକ୍ଷାନଗର : ଟିକା ନେଇ ଶିଶୁ ମୃତ୍ୟୁ ଅଭିଯୋଗ, ପ୍ରାଣ ହରାଇଲେ ୨ ମାସର ଶିଶୁ କନ୍ୟା
  • ||
  • ସମ୍ବଲପୁର :ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ଗେଟ୍, ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||

ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ, ଅଜୟ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଚଢାଉ

12/08/2020 at 12:44 PM

ଭୁବନେଶ୍ୱର ୧୨।୦୮: ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌  ଜାରି ରଖିଛି ଭିଜିଲାନ୍ସ ଟିମ୍‌ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଟିମ୍‌ । ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଟଙ୍କପାଣି ରୋଡ୍‌, ପଟିଆରେ ଥିବା ଫ୍ଲାଟ୍‌, ବାଲେଶ୍ବରରେ ଥିବା ୨ ମହଲା ଘର ,  ନୂଆଗାଁରେ ଥିବା ଘର ଓ ପୁରୀରେ ଥିବା ଏକ ଫ୍ଲାଟ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି ।

   Related Posts