Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜମି ପଟା କରାଇଦେବାକୁ ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

11/01/2021 at 1:42 PM

ବଲାଙ୍ଗୀର ୧୧।୦୧: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ ବରିଷ୍ଠ କିରାଣୀ ଅସିତ ଯୋଶୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଜମି ପଟ୍ଟା କରାଇଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।

ଖବର ଅନୁଯାୟୀ.  ମୁରିବାହାଲ୍ ତହସିଲର ବରିଷ୍ଠ କିରାଣୀ ଅସିତ୍ ଯୋଶୀ ସହାଜପାଣି ଗାଁର ଥବିର ସାହୁଙ୍କଠାରୁ ଲାଞ୍ଚ ନେଉଥିଲେ । ଜମି ପଟ୍ଟା କରାଇଦେବାକୁ ୨୮ଶହ ଟଙ୍କା ଲାଞ୍ଚି ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ସେହିପରି ବଲାଙ୍ଗୀର ଓ ବରଗଡ଼ରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।

   Related Posts