Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର , ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଗଲେ ବାବୁ

19/01/2021 at 12:13 PM

ଢେଙ୍କାନାଳ ୧୯।୦୧ : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ସରକାରୀ ବାବୁ । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରିପଡିଛନ୍ତି ।

ଖବର ଅନୁଯାୟୀ,  ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ିଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ଢେଙ୍କାନାଳ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ଏହି ଅନିୟମିତତା ନେଇ ଖୋଲାତାଡ଼ ଜାରି ରଖିଛି ଭିଜିଲାନ୍ସ ।

   Related Posts