Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍

18/11/2020 at 8:33 AM

ଢେଙ୍କାନାଳ ୧୮।୧୧: ଭିଜିଲାନ୍ସ ଜାଲରେ  ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ । ତାଳଚେରର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଏକାସାଙ୍ଗରେ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚନ୍ଦ୍ରମଣି ସାହୁଙ୍କ ତାଳଚେର ସ୍ଥିତ ଅଫିସ , ଢେଙ୍କାନାଳ ସହରର ଟାଉନପ୍ଲାନିଙ୍ଗ ସ୍ଥିତ ବାସଭବନ, ଷ୍ଟେସନ ବଜାର ସ୍ଥିତ ଘର, ମହାବିର ବଜାରରେ ଥିବା ଶ୍ୱଶୁର ଘର , ପିଙ୍ଗୁଆ ଖଣ୍ଡବନ୍ଧ ନିକଟରେ ଥିବା ପୈତୃକ ଘର ଏବଂ ଭୁବନେଶ୍ୱର ଟଙ୍କପାଣି ସ୍ଥିତ ଫ୍ଲାଟରେ ଏକା ସାଙ୍ଗେ ଚଢାଉ ଜାରି ରହିଛି । କଟକ ଭିଜିଲାନ୍ସ ଶାଖା ତରଫରୁ ଆଜି ସକାଳ ସମୟରୁ ଏହିସବୁ ସ୍ଥାନରେ ଚଢାଉ ଜାରି ରହିଛି ।

   Related Posts