Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଗୋପାଳପୁର ବିଧାୟକଙ୍କ ଘରେ ଭିଜିଲାନ୍ସ ରେଡ୍, ୧୫ ସମ୍ପର୍କୀୟଙ୍କ ବାସଭବନରେ ବି ଚଢାଉ

17/10/2021 at 11:53 AM

ବ୍ରହ୍ମପୁର ୧୭/୧୦: ଗୋପାଳପୁର ବିଧାୟକ ତଥା ବିଜେଡିରୁ ବହିଷ୍କୃତ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ । କେବଳ ସେତିକି ନୁହେଁ ତାଙ୍କ ସହଯୋଗୀ ଓ ସମର୍କୀୟଙ୍କ ସମେତ ୧୫ ଜଣଙ୍କ ଘର ଉପରେ ଚଢାଉ କରିଛି ଭିଜିଲାନ୍ସ ଟିମ । ତେବେ ସକାଳୁ ସକାଳୁ ଅତର୍କିତ ଚଢ଼ାଉ କରିଛି କଟକ ଭିଜିଲାନ୍ସ ବିଭାଗ ।

ଚଢ଼ାଉ ତାଲିକାରେ ରହିଛି ସହର ଏବଂ ସହର ଉପକଣ୍ଠ ଅଂଚଳ । ବର୍ତ୍ତମାନ ୩ଟି ସ୍ଥାନରେ ଚଡାଉ ହୋଇଥିବା ବେଳେ ବହୁତ ଜଲଦି ଅନ୍ୟ ସହଯୋଗୀଙ୍କ ଘରେ ଚଡ଼ାଉ କରାଯିବ ବୋଲି ଜଣାପଡ଼ିଛି । ରେଡ୍ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ । ଏବେ ବି ଚଢ଼ାଉ ଜାରି ରହିଛି ।

   Related Posts