Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଭିଜିଲାନ୍ସ ଜାଲରେ ଥାନାବାବୁ, ଏକାସାଙ୍ଗେ ୩ଟି ସ୍ଥାନରେ ରେଡ୍

30/12/2020 at 8:07 AM

ଜଗତସିଂହପୁର ୩୦।୧୨: ଭିଜିଲାନ୍ସ ଜାଲରେ ଏଏସ୍‌ଆଇ । ଜଗତସିହଂପୁର ଜିଲ୍ଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ଏଏସ୍‌ଆଇ ରବିନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି । ଏକାସାଙ୍ଗେ ୩ଟି ସ୍ଥାନରେ ରେଡ୍‌ ଜାରି ରହିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିହଂପୁର ଜିଲ୍ଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ଏଏସ୍‌ଆଇ ରବିନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏକାସାଙ୍ଗେ ୩ଟି ସ୍ଥାନରେ ରେଡ୍‌ । ଏରସମା ଥାନା ଅନ୍ତର୍ଗତ ନିଜ ପୈତୃକ ଘର ସମେତ ୩ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସ ପକ୍ଷରୁ ୩ଟି ଟିମ୍‌ ଗଠନ କରାଯାଇଛି ।ଏହି ୩ଟି ଟିମ୍‌ରେ ପ୍ରାୟ ୨୫ଜଣ ସଦସ୍ୟ ଥିବା ସୂଚନା ରହିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି । ତାହା ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇଛି ।

   Related Posts