Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଭିଜିଲାନ୍ସ ଜାଲରେ ଜେଇ, ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ

19/06/2020 at 12:36 PM

କେନ୍ଦୁଝର ୧୯। ୦୬ : ଭିଜିଲାନ୍ସ ଜାଲରେ  ସଦର ବ୍ଲକ୍‌ ଜେଇ । ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜେଇ । କେନ୍ଦୁଝର ସଦର ବ୍ଲକର ଜେଇଇ ପ୍ରମୋଦ କୁମାର ପଣ୍ଡା ।  ଧରାପଡିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌

ସେ ଜଣେ ଠିକାଦାରଙ୍କ ଠାରୁ ବିଲ କରେଇଦେବା ବାବଦକୁ ଛଅ ହଜାର ଟଙ୍କା ଏବଂ ଅନ୍ୟ ଏକ ନୂତନ ଠିକା କାମ ଦେବା ପାଇଁ  ପାଞ୍ଚ ହଜାର ଟଙ୍କା ଲାଞ୍ଚ ଏହି ପରି ସମୁଦାୟ ଏଗାର ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରମୋଦ ପଣ୍ଡା ।ତାଙ୍କ ଠାରୁ ଭିଜିଲାନ୍କ ରଙ୍ଗ ବୋଳା ହୋଇଥିବା ନଗଦ ଏଗାର ହଜାର ଟଙ୍କା ସହ ତାଙ୍କୁ ତାଙ୍କ କାର୍ଯ୍ୟାଳୟ ଭିତରୁ ଧରିଛନ୍ତି । ପ୍ରମୋଦ କୁମାର ପଣ୍ଡା ବରଦାପାଳ, କାଉଁରୀକଳା ଓ ରାଇକଳା ପଞ୍ଚାୟତର ଜେଇଇ ଭାବେ ଦାୟିତ୍ୱରେ ଥିଲେ । ଏହା ସହ  ଭିଜିଲାନ୍ସ ବିଭାଗ ତାଙ୍କ କାର୍ଯ୍ୟାଳୟ ଓ ଘରେ ଚଢ଼ାଉ କରୁଥିବା ଜଣାପଡ଼ିଛି । ଭିଜିଲାନ୍ସ ଡିଏସପି ଦେବଦତ୍ତ ସେଠଙ୍କ ନେତୃତ୍ବରେ ଚାଲିଛି ରେଡ।

   Related Posts