Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଭିଜିଲାନ୍ସ ଜାଲରେ କେଶାଇବାହାଲ ଜୁନିୟର କଲେଜ ଅଧ୍ୟକ୍ଷ

19/11/2019 at 12:47 PM

କୁଚିଣ୍ଡା ୧୯।୧୧: ଭିଜିଲାନ୍ସ ଜାଲରେ କେଶାଇବାହାଲ ଜୁନିୟର କଲେଜ ଅଧ୍ୟକ୍ଷ । ବାସଭବନ ଚଢାଉ କରି ବିଭିନ୍ନ କାଗଜପତ୍ରର ଯାଞ୍ଚ କରୁଛି ଭିଜିଲାନ୍ସ ।

ସୂଚନାଯୋଗ୍ୟ ଯେ, ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ସମ୍ବଲପୁର ଜିଲ୍ଲା କେଶାଇବାହାଲ ଜୁନିୟର କଲେଜ ଅଧ୍ୟକ୍ଷ   ଜୟ ପ୍ରକାଶ ପଟେଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।  ଆଜି ସକାଳୁ ରାଉଲକେଲା ଭିଜିଲାନ୍ସ  ଟିମ  ଏକ ଟିମ୍ ଆଜି ସକାଳୁ ଜୟପ୍ରକାଶଙ୍କ ଘରେ ଚଢାଉ କରିଛି । ଜୟପ୍ରକାଶଙ୍କ  କେଶାଇବାହାଲରେ ସ୍ଥିତ ପୈତୃକ ବାସଭବନର ଚଢାଉ କରି ବିଭିନ୍ନ କାଗଜ ପତ୍ର ଯାଞ୍ଚ ସହ ଅସବାପତ୍ରର ଯାଞ୍ଚ ଜାରି ରଖିଛି ଭିଜିଲାନ୍ସ ।

   Related Posts