Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧: କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଆତ୍ମ ସମର୍ପଣ
  • ||
  • ଅଖାଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ନିଧନ, ଫାଶିରେ ଝୁଲୁଥିବା ଅବସ୍ଥାରେ ମିଳିଲା ମୃତଶରୀର
  • ||
  • ନୀଳଗିିରି : ଶିଶୁକନ୍ୟା ଓ ବାପାଙ୍କୁ ହାଣିବା ଅଭିଯୋଗରେ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେଲେ ଅଭିଯୁକ୍ତ
  • ||
  • ପୁରୀ : ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ
  • ||
  • ପୁରୀ : ୧୫ବର୍ଷ ପରେ ଚୂଡାନ୍ତ ରାୟ : ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡାଦେଶ
  • ||
  • ଭୁବନେଶ୍ବର : ବିଜେଡିର ମାରାଥନ୍ ମିଶ୍ରଣ ପର୍ବ, ଶଙ୍ଖ ଧରିଲେ ରାୟଗଡା ଜିଲ୍ଲାର ଅନେକ ବରିଷ୍ଠ କଂଗ୍ରେସ ଓ ବିଜେପି ନେତା
  • ||
  • ରାୟଗଡା : ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ
  • ||
  • ଭୁବନେଶ୍ବର : ଗୁମର ଖୋଲିଲେ କି ବିଦ୍ୟାଭାରତୀ ? ଲାଏ ଡିଟେକ୍ସନ ଟେଷ୍ଟରେ ପ୍ରାୟ ୪ ଘଣ୍ଟାରେ ପଚରାଗଲା ୧୦୦ ପ୍ରଶ୍ନ
  • ||
  • କଣ୍ଟାବାଞ୍ଜି : ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ନିମାପଡା : ପିପିଲି ଉପନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ନେଇ ବିଏସଏଫର ଫ୍ଲାଗ୍ ମାର୍ଚ୍ଚ
  • ||

ଭିଜିଲାନ୍ସ ପଞ୍ଝାରେ ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ

21/12/2020 at 12:44 PM

ଖୋର୍ଦ୍ଧା ୨୧।୧୨: ଭିଜିଲାନ୍ସ ଜାଲରେ ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଖୋର୍ଦ୍ଧା ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ ସଦାଶିବ ସ୍ବାଇଁଙ୍କ ଘରେ ରେଡ଼ କରାଯାଉଛି । ଏକାସାଙ୍ଗେ ବାସଭବନ ସମତେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ ସଦାଶିବ ସ୍ବାଇଁଙ୍କ ଘରେ ରେଡ୍‌ କରାଯାଇଛି । ଏକାସାଙ୍ଗେ ଭିଜିଲାନ୍ସର କିଛି ଟିମ୍‌ ବିଭିନ୍ନ ସ୍ଥାନରେ ରେଡ୍‌ କରାଯାଇଛି ।  ଖୋର୍ଦ୍ଧା ଗୁରୁଜଙ୍ଗରେ ଥିବା ବାସଭବନ ଏବଂ  ସରକାରୀ ଜମିରେ କରିଥିବା ଘରେ ମଧ୍ୟ ଚଢ଼ାଉ କରାଯାଇଛି । ବର୍ତ୍ତମାନ ସୁଦ୍ଧା କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି । ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ ।  

   Related Posts