Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା

21/01/2021 at 9:20 AM

ନବରଙ୍ଗପୁର ୨୧।୦୧: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍‌ଏସ୍‌ ହିମାଞ୍ଚଳ ବାଘଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଏକକାଳୀନ ବିଭିନ୍ନ ସ୍ଥାନରେ ରେଡ୍‌ କରୁଛି ଭିଜିଲାନ୍ସ ଟିମ୍‌ ।

ଖବର ଅନୁଯାୟୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିନ ଉମରକୋଟର ଭଣ୍ଡାରୀଗୁଡା ଓ ସିଂସାରି ପଞ୍ଚାୟତ ଜିଆରଏସ୍‌ଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ଭିଜିଲାନ୍ସର ୩ଟି ଟିମ୍‌ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରଖିଛି । ଭିଜିଲାନ୍ସର ଏହି ୩ଟି ଟିମ୍‌ର ପ୍ରାୟ ୧୫ଜଣ ସାମିଲ ରହିଛନ୍ତି ।

 ଏକାକାଳୀନ ଜିଆର୍‌ଏସ୍‌ ହିମାଞ୍ଚଳ ବାଘଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରଖିଛି ଭିଜିଲାନ୍ସ । ଘରୁ ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ । ତେବେ  ବର୍ତ୍ତମାନ ସୁଦ୍ଧା ରେଡ୍‌ ନେଇ ଅଧିକ ତଥ୍ୟ ହସ୍ତଗତ ହୋଇନାହିଁ ।

   Related Posts