Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ବର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ : ୧ କେଜି ୪୮ ଗ୍ରାମ୍ ଧଳାଜହର ଜବତ, ଜଣେ ଗିରଫ
  • ||

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ, ଏକାକାଳୀନ ୫ଟି ସ୍ଥାନରେ ରେଡ୍

5/08/2020 at 10:31 AM

ପୁରୀ ୦୫।୦୮: ଭିଜିଲାନ୍ସ ଜାଲରେ ସହକାରୀ ବନ ସଂରକ୍ଷକ । ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ କୁମାର ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ‌ଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ପୁରୀ ଜିଲ୍ଲା ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ କୁମାର ସ୍ବାଇଁ ଘରେ ରେଡ୍‌ ହୋଇଛି । ପୁରୀ ଅଫିସ ଓ ଭଡାଘର ସମେତ ୫ଟି ସ୍ଥାନରେ ଏକକାଳୀନ ରେଡ୍ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଛାନ୍‌ଭିନ୍‌ ଜାରି ରହିଛି । ଏହସହିତ ଭୁବନେଶ୍ବର ମହାଭୋଇଶାସନ ସ୍ଥିତ ଘର, ବାଲିଅନ୍ତାସ୍ଥିତ ଘର, ଢେଙ୍କାନାଳ ସ୍ଥିତ ଶ୍ବଶୁର ଘରେ ମଧ୍ୟ ଚଢାଉ କରାଯାଉଛି ।

   Related Posts