Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଝାରସୁଗୁଡା: ସବ୍ ଇନ୍‌ସପେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

1/02/2021 at 11:03 PM

ଝାରସୁଗୁଡା୧/୨: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ। ବେଳପାହାଡରେ ଥିବା ଅବକାରୀ ସବ୍ ଇନ୍‌ସପେକ୍ଟର ଦେବେନ୍ଦ୍ର ପ୍ରହରାଜଙ୍କ ବେଳପାହାଡ ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ଦେବେନ୍ଦ୍ର କୁମାର ପ୍ରହରାଜ ଏବଂ ତାଙ୍କ ଶ୍ବଶୁର ଘର ସମେତ ପୈତୃକ ବାସ ଭବନରେ ମଧ୍ୟ ଚଢ଼ାଉ କରାଯାଇଛି। ଚଢ଼ାଉରେ ସମ୍ବଲପୁର ଓ ବରଗଡ଼ ଭିଜିଲାନ୍ସ ବିଭାଗର ଅଧିକାରୀ ସାମିଲ।

   Related Posts