Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ବିଭିନ୍ନ ସ୍ଥାନରେ ଚଢାଉ

10/12/2019 at 8:20 AM

ବାରିପଦା ୧୦।୧୨: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆଜି ବାରିପଦା ଜିଲ୍ଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ବାସଭବନ ସମେତ ଏକକାଳୀନ ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ବାରିପଦା ଶୂନଗଡିଆ ସ୍ଥିତି ବାସଭବନ, କାର୍ଯ୍ୟାଳୟ, କଟକ ସ୍ଥିତ ସମ୍ପର୍କୀୟଙ୍କ ଘରେ ଚଢାଉ ଚାଲିଛି । ବାରିପଦା,ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଉଥିବା ସୂଚନା ରହିଛି ।

   Related Posts