Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ, କାରରୁ ମିଳିଲା ୧୧ ଲକ୍ଷ ଟଙ୍କା

2/07/2020 at 4:14 PM

ଜୟପୁର, ୦୨|୦୭:  କୋରାପୁଟ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଧରିଛି ଭିଜିଲାନ୍ସ । ଏପରିକି ତାଙ୍କ କାରରୁ ମଧ୍ୟ ନଗଦ ୧୧ ଲକ୍ଷ ଟଙ୍କା ଜବତ କରାଯାଇଛି ।

ଭିଜିଲାନ୍ସ ଜାଲରେ ଫସିଥିବା କୃଷି ଅଧିକାରୀ ହେଲେ ପ୍ରଦୀପ ମହାନ୍ତି । ନିକଟରେ ତାଙ୍କର ଭୁବନେଶ୍ୱରକୁ ଟ୍ରାନ୍ସଫର୍ ହୋଇଥିଲା । ସେ କାରରେ ଏତେ ମାତ୍ରାରେ ଟଙ୍କା ନେଇ ଆସୁଥିବା ବେଳେ ଜୟପୁର ଘାଟିରେ ଭିଜିଲାନ୍ସ ଟିମ୍ ଚଢାଉ କରି ଧରିଥିଲା । ଧରିବା ପରେ ତାଙ୍କୁ ଜୟପୁର କୃଷି କାର୍ଯ୍ୟାଳୟ ଅଣାଯାଇ ଜେରା କରାଯାଉଛି ।

   Related Posts