Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଅବକାରୀ ବିଭାଗର ସବ୍ ଇନ୍ସପେକ୍ଟର

14/08/2018 at 11:32 PM

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଅବକାରୀ ବିଭାଗର ସବ୍ ଇନ୍ସପେକ୍ଟର। ଲାଞ୍ଚ ନେବା ଅଭିଯୋଗରେ ସବ୍ ଇନ୍ସପେକ୍ଟର ସୂର୍ଯ୍ୟ ନାରାୟଣ ରଥଙ୍କୁ ଗିରଫ କରିଛି ଭିଜିଲାନ୍ସ। ତାଙ୍କ ନିକଟରୁ ୮ ହଜାର ୫୦୦ ଟଙ୍କା ଜବତ କରାଯାଇଛି। ପୁରୀ ଚନ୍ଦନପୁର ଥାନା ଚାଳିଶିବାଟିଆ ଅଞ୍ଚଳର ପ୍ରସନ୍ନ ଦାସଙ୍କ ଏକ ଅବକାରୀ କେସ୍ ରହିଥିଲା। ଏହି ମାମାଲାକୁ ସମାଧାନ କରିବା ପାଇଁ ସବ୍ ଇନ୍ସପେକ୍ଟର ସୂର୍ଯ୍ୟ ନାରାୟଣ ତାଙ୍କୁ ଲାଞ୍ଚ ମାଗିଥିଲେ। ଯୋଜନା ମୁତାବକ ପ୍ରସନ୍ନ ଅବକାରୀ ଅଧିକାରୀ ସୁର୍ଯ୍ୟଙ୍କୁ ସଦର ଥାନା ପାଖକୁ ଡ଼ାକି ଟଙ୍କା ଦେଇଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ପୁରୀ ଓ ଭୁବନେଶ୍ୱରର ଭିଜିଲାନ୍ସ ଅଧିକାରୀ ମିଳିତ ଭାବେ ଚଢ଼ାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହ ସୂର୍ଯ୍ୟଙ୍କୁ ଗିରଫ କରିଛି ।ତେବେ ସୁର୍ଯ୍ୟଙ୍କ ପୁରୀ ସ୍ଥିତ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି।

   Related Posts