ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

ଭିଜିଲାନ୍ସ ଜାଲରେ ଗୁଣୁପୁର ଆଇଟିଡିଏର କନିଷ୍ଠ ଯନ୍ତ୍ରୀ

19/09/2018 at 8:54 AM

ରାୟଗଡା ୧୯|୯: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ରାୟଗଡା ଜିଲ୍ଲା ଗୁଣୁପୁର ଆଇଟିଡିଏର କନିଷ୍ଠ ଯନ୍ତ୍ରୀ ଗଗନ ବିହାରୀ ପତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଗଗନ ବିହାରୀଙ୍କ ମୁନିଗୁଡା ସ୍ଥିତ ବାସଭବନ ସମେତ ବ୍ରହ୍ମପୁରର ୩ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ସିଦ୍ଧାର୍ଥ ନଗର ବାସଭବନରୁ ୩୦ ଲକ୍ଷ ଟଙ୍କା ଜବତ ହୋଇଛି । ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ଆଧାରରେ ତାଙ୍କ ଘରେ ରେଡ୍ କରାଯାଇଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ ।

   Related Posts