ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଚମ୍ପୁଆ ରେଞ୍ଜ୍ ବନ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ

12/09/2018 at 10:48 AM

କେନ୍ଦୁଝର ୧୨|୯: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ୍ ବନ କର୍ମଚାରଙ୍କ ଘରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ କରାଯାଇଛି । ବନ ବିଭାଗର ଭିଏଚଏପ ଅପରେଟର ପବିତ୍ର କୁମାର ନାଏକଙ୍କ ଚମ୍ପୁଆ ସ୍ଥିତ ନିଜ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି । ତାଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ବିଭାଗର କର୍ମଚାରୀ ପହଞ୍ଚି ଚଢାଉ କରିଛନ୍ତି । ତାଙ୍କର ବ୍ୟାଙ୍କ ଆକାଉଣ୍ଟ, ଗୁରୁତ୍ବପୂର୍ଣ୍ଣ କାଗଜପତ୍ର, ଜରୁରୀ ଡକ୍ୟୁମେଣ୍ଟର ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି ।

   Related Posts