Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଅନିୟମିତତା ଅଭିଯୋଗରେ ଖଇରା ବ୍ଲକରେ ବାଲେଶ୍ବର ଭିଜିଲାନ୍ସ ପକ୍ଷରୁ ଚଢାଉ

4/10/2019 at 2:22 PM

ଖଇରା ୪।୧୦: ବାଲେଶ୍ବର ଜିଲ୍ଲା ଖଇରା ବ୍ଲକରେ ବାଲେଶ୍ବର ଭିଜିଲାନ୍ସ ବିଭାଗର ଚଢାଉ । ପ୍ରଧାନମନ୍ତ୍ରୀ ଆବାସ, ଭତ୍ତା ବଣ୍ଟନରେ ପ୍ରଦାନ ଅନିୟମିତତା ଅଭିଯୋଗରେ ଭିଜିଲାନ୍ସ ଡିଏସପି ଏସ.କେ. ସାମନ୍ତରାୟ ଓ ଇନ୍ସପେକ୍ଟର ଏସ ହେମ୍ବ୍ରମୁଙ୍କ ନେତୃତ୍ବରେ ତିନି ଜଣିଆ ଟିମର ଚଢାଉ ଚାଲୁ ରଖିଛନ୍ତି। ଭତ୍ତା ବଣ୍ଟନ ନକରି ପାଖରେ ରଖିବା ।

ଭିଜିଲାନ୍ସ ବିଭାଗରେ ପୂର୍ବରୁ ଖଇରା ବ୍ଲକର ଗ୍ରାମାଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସରେ ର୍ଦୁନିତୀ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାର ଟିମ ବ୍ଲକ ପରେ ପଞ୍ଚୟତମାନଙ୍କରେ ଯାଞ୍ଚ ଆରମ୍ଭ କରିଛି।

   Related Posts