Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଲଣ୍ଡା କଲେ ଲୋକେ : ଶିବ ମନ୍ଦିରରୁ ପାର୍ବତୀ ମୂର୍ତ୍ତି ଚୋରି ନେଇ ହୋଇଥିବା ଅଭିଯୋଗ

8/09/2019 at 9:14 AM

ଗଞ୍ଜାମ ୮/୯: ଗଞ୍ଜାମ ଦିଗପହଣ୍ଡି ଥାନା ଛଣମେରି ଗାଁରେ ଅଭାବନୀୟ ଘଟଣା ଘଟିଛି । ଆଜି ସକାଳୁ ଛଣମେରି ଗାଁ ଦାଣ୍ଡରେ ଜଣେ ଯୁବକକୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଲଣ୍ଡା କରାଯାଇଥିବା ଦେଖିବାକୁ ମିଳିଛି । ଖୁଣ୍ଟରେ ବନ୍ଧା ଯାଇଥିବା ଏହି ଯୁବକ ଜଣକ ଛାଣମେରି ଗାଁରେ ଥିବା କପିଳେଶ୍ୱର ମନ୍ଦିରରୁ ପାର୍ବତୀ ମୂର୍ତ୍ତି ଚୋରି କରିଥିବା ଅଭିଯୋଗ ହୋଇଥିଲା ।

ଏହାପରେ ଗାଁ ଲୋକେ ତାକୁ କାବୁ କରି ବିଦ୍ୟୁତ ଖୁଣ୍ଟରେ ବାନ୍ଧି ପକାଇଥିଲେ । ଲଣ୍ଡା ମଧ୍ୟ କରିଥିଲେ । ପୂର୍ବରୁ ଏହି ଯୁବକ ଜଣଙ୍କ ବହୁ ଛୋଟ ବଡ଼ ଅପରାଧୀକ କାର୍ଯ୍ୟକଳାପ କରି ବର୍ତ୍ତି ଯାଇଥିଲା । ହେଲେ ଏଥର କିନ୍ତୁ ଲୋକଙ୍କ ହାବୁଡରେ ପଡିଥିଲା ।

   Related Posts